ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ସେ ୨୫୪୪ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର କାଳନ୍ଦୀ ସାମଲ ୨୩୫୫ ଖଣ୍ଡ ଭୋଟ ପାଇ ପଛରେ ଅଛନ୍ତି।