ତାଳଚେରରେ ବ୍ରଜକିଶୋର ୬୧୫୧ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୬୧୫୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୧୯୦୪୦ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୨୮୮୯ ଖଣ୍ଡ ଭୋଟ ପାଇଛନ୍ତି।