ତାଳସାରି ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ଜିଲାପାଳ, ଏସ୍‌ପିଙ୍କୁ ଘେରିଲେ ଭୋଗରାଇବାସୀ

ଭୋଗରାଇ, ୨୬।୮( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇର ତାଳସାରି ମେରାଇନ ଥାନା ଅଧୀନ ବହୁ ଚର୍ଚ୍ଚିତ ନାବାଳିକା ଛାତ୍ରୀ ଅଶ୍ଳୀଳ ଭିଡିଓ ଭାଇରାଲ ଓ ବ୍ଲାକ୍‌ମେଲିଂ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୋଗରାଇ ବୁଦ୍ଧିଜୀବୀ ସଂଗଠନ ପକ୍ଷରୁ ସୋମବାର ଜିଲାପାଳ ଓ ଏସ୍‌ପିଙ୍କୁ ଘେରାଉ କରାଯାଇଛି। ଏଥିସହ ବେଳାଭୂମିର ସାମାଜିକ ସୁରକ୍ଷା, ମାଦକ ଦ୍ରବ୍ୟ ପ୍ରଚାର ଓ ପ୍ରସାର ବନ୍ଦ ଆଦି ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri