ତାଳସାରୀ ମେରାଇନ୍‌ ଥାନାରେ ୨ ବଙ୍ଗୀୟ ଯୁବତୀ ଅଟକ, ବୟାନ ବଦଳାଉଥିବାରୁ ଫିଟୁନି ଗୁମର

ଭୋଗରାଇ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ସାହାବାଜିପୁରସ୍ଥିତ ଏକ ଗେଷ୍ଟହାଉସ୍‌ରୁ ୨ ବଙ୍ଗୀୟ ଯୁବତୀଙ୍କୁ ସ୍ଥାନୀୟ ଯୁବକମାନେ ଧରି ତାଳସାରୀ ମେରାଇନ ଥାନାରେ ଜିମା ଦେଇଛନ୍ତି। ଉକ୍ତ ଯୁବତୀଦ୍ୱୟଙ୍କୁ ଦିଘାରୁ ଦଲାଲମାନେ ହୋଟେଲ୍‌ରେ ରୁମ୍‌ ଦେବାକୁ କହି ନେଇ ଆସି ଉକ୍ତ ଗେଷ୍ଟହାଉସ୍‌ରେ ରଖିଥିଲେ। ସେଠାରେ ମଙ୍ଗଳବାର ରାତିରେ ତାଙ୍କୁ ବଳାତ୍କାର କରାଯାଇଥିବା ଯୁବତୀଦ୍ୱୟ ପୋଲିସ ନିକଟରେ ପ୍ରକାଶ କରିଛନ୍ତି। ତେବେ ସେମାନଙ୍କ ବୟାନ ବଦଳୁଥିବାରୁ ସେମାନେ ଗଣବଳାତ୍କାରର ଶିକାର ନା ପେସାଦାର ଯୌନକର୍ମୀ ତାହା ପୋଲିସ ଲାଗି ମୁଣ୍ଡବିନ୍ଧାର କାରଣ ପାଲଟିଛି। ଅଦ୍ୟାବଧି ଯୁବତୀ କିମ୍ବା ତାଙ୍କର ସମ୍ପର୍କୀୟ ଥାନାରେ ଅଭିଯୋଗ କରି ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri