ତାସ ଖେଳକୁ ନେଇ ଆକ୍ରମଣ, ୩ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ନୂଆ ପେଣ୍ଡୁରାବାଡି ଗାଁରେ ତାସ ଖେଳକୁ କେନ୍ଦ୍ରକରି ଗ୍ରାମର ସୁଶାନ୍ତ ବେହେରାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୁଶାନ୍ତଙ୍କ ଏତଲାକ୍ରମେ ପୋଲିସ ନଂ. ୨୩୦/୧୯, ଦଫା ୩୨୩/୩୪୧/୫୦୬/୩୪ରେ ମାମଲା ରୁଜୁ କରି ରବିବାର ଦଣ୍ଡପାଣି ସେଠୀ, ରାମ ସେଠୀ ଓ ସୀମା ସେଠୀଙ୍କୁ ଗିରଫ କରିଛି। ଗତ ଶୁକ୍ରବାର ଗାଁରେ ଅଭିଯୁକ୍ତମାନେ ତାସ ଖେଳୁଥିଲେ। ଖେଳରେ ବୋନସ ପଏଣ୍ଟ ହିସାବକୁ ନେଇ ସୁଶାନ୍ତଙ୍କୁ ସେମାନେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଶନିବାର ସୁଶାନ୍ତ ଏ ନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri