ପାତ୍ରପୁର,୧୮ା୯(ଡ଼ିଏନଏ): ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ଗ୍ରାମରୁ ତିନି ଭାଇଙ୍କୁ ବାସନ୍ଦ କରାଯାଇଥିବାବେଳେ ସେମାନଙ୍କ ପିଲା ମାନଙ୍କୁ ଗ୍ରାମ ବିଦ୍ୟାଳୟରେ ଏକୁଟିଆ କରାଯାଇଥିବା ନେଇ ବାସନ୍ଦ ପରିବାର ମଙ୍ଗଳବାର ବିଇଓଙ୍କ ସହିତ ଆଲୋଚନା କରଥିଲେ। ବୁଧବାର ପାତ୍ରପୁର ବିଇଓ କୋରେଶୁ ସେଠୀ, ଏବିଇଓ ସୀମାଞ୍ଚଳ ପାଇକ, ବିଆରସିସି ସୁଶିଲ ପାତ୍ରଙ୍କ ସହ ପ୍ରଧାନ ଶିକ୍ଷକ, ଶିକ୍ଷା କମିଟି, ବାସନ୍ଦ ପରିବାର ଓ କିଛି ବୁଦ୍ଧିଜୀବୀ ଆଲୋଚନା କରିଥିଲେ। ବିଦ୍ୟାଳୟରେ ହୋଇଥିବା ସମସ୍ୟାର ସମାଧାନ ଫଳପ୍ରଦ ହୋଇଥିଲା। ଗଁାରେ ହୋଇଥିବା ବିବାଦ ତୁଟାଇବାକୁ ବୁଧବାର ରାତିରେ ଜରଡ଼ା ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଗଁାରେ ପହଞ୍ଚତ୍ଥିଲେ। ଉଭୟ ପକ୍ଷଙ୍କ ସହ ଆଲୋଚନା ପରେ ସମାଧାନ ହୋଇଥିଲା। ପ୍ରକାଶ ଥାଉକି, ଗ୍ରାମରେ ଥିବା ବିଦ୍ୟାଳୟରେ କାୈଣସି କଥାକୁ ନେଇ ବାସନ୍ଦ ପରିବାରର ଜଣେ ୪ର୍ଥ ଶ୍ରେଣୀ ଛାତ୍ରର ବାପା ଓ ଦାଦାଙ୍କୁ ଗ୍ରାମବାସୀ ବାସନ୍ଦ କରିଥିଲେ।
Posted inHome Left, ଆମ ଜିଲା ଖବର, ଗଜପତି, ଗଞ୍ଜାମ View All
ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା
କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…
ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…
ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…
ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ
ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…
ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …
ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…
ବ୍ୟାଙ୍କ୍ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…
Archives

