ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

ପୁରୀ ଅଫିସ୍‌, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦିରେ ପଣା ପ୍ରସ୍ତୁତ କରାଯାଇ ତିନି ରଥରେ ଶ୍ରୀଜୀଉଙ୍କ ଅଧର ଉଚ୍ଚର ତିନୋଟି ଲେଖାଏଁ ମାଟି ପାତ୍ରରେ ରଖାଯିବ। ପୂଜାର୍ଚ୍ଚନା ପରେ ମାଟି ପାତ୍ର ଗୁଡିକୁ ଭାଙ୍ଗି ଦିଆଯିବ। ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥତଳକୁ ବୋହିଯାଏ। ତାହାକୁ ଅନ୍ୟ ପାର୍ଶ୍ୱଦେବାଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥାନ୍ତି ବୋଲି କୁହାଯାଏ। ଅଧରପଣା ନୀତି ଶୃଙ୍ଖଳିତ କରିବା ପାଇଁ ଏକ କମିଟି ଗଠନ କରାଯାଇଛି। ସୁଆର ମହାସୁଆର ନିଯୋଗ ଓ ଦଇତାପତି ନିଯୋଗକୁ ନେଇ ଏହି କମିଟି ଗଠିତ ହୋଇଛି। ସୋମବାର ନୀଳାଦ୍ରି ବିଜେ କରିବେ ମହାପ୍ରଭୁ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri