ତିବ୍ବତରେ ସମରାଭ୍ୟାସ କରୁଛି ଚାଇନା

ବେଜିଂ,୬।୧: ଚାଇନା ସେନା ଭାରତ ସୀମାକୁ ଲାଗି ରହିଥିବା ଉଚ୍ଚସ୍ଥାନ ତିବ୍ବତରେ ବଡ ଧରଣର ସମରାଭ୍ୟାସ କରୁଥିବା ସୂଚନା ମିଳିଛି। ସେଠାରେ ଚାଇନା ସେନା ପକ୍ଷରୁ ଟାଇପ୍‌ ୧୫ ହାଲୁକା ଯୁଦ୍ଧ ଟ୍ୟାଙ୍କ ଓ ନୂଆ ୧୫ ଏମ୍‌ଏମ୍‌ ଯାନ ଉପରେ ତୋପକୁ ରଖିଥିବା ଜଣାପଡିଛି। ନ୍ୟୁଜ ଏଜେନ୍ସି ‘ଗ୍ଲୋବାଲ ଟାଇମ୍ସ’ର ସୂଚନା ଅନୁଯାୟୀ ପିପୁଲ୍ସ ଲିବରେଶନ ଆର୍ମି(ପିଏଲ୍‌ଏ) ତିବ୍ବତ ସେନା କମାଣ୍ଡ ପକ୍ଷରୁ ନୂଆବର୍ଷରୁ ଏହି ସମରାଭ୍ୟାସ ଆରମ୍ଭ କରାଯାଇଛି। ଏହାସହ ତିବ୍ବତର ରାଜଧାନୀ ଲ୍ୟାସାରେ ଶକ୍ତିଶାଳୀ କ୍ଷେପଣାସ୍ତ୍ର ମଧ୍ୟ ମହଜୁଦ ରଖିଛି। ସୂଚନାଯୋଗ୍ୟ, ଭାରତ ଓ ଚାଇନାର ବାସ୍ତବିକ ନିୟନ୍ତ୍ରଣ ରେଖା ୩,୪୮୮ କିଲୋମିଟର ଲମ୍ବା ଯାହା ଅରୁଣାଚଳ ପ୍ରଦେଶରୁ ସିକ୍କିମ ପର୍ଯ୍ୟନ୍ତ ରହିଛି। ଚାଇନା ଦାବି କରୁଛି କି ଅରୁଣାଚଳ ପ୍ରଦେଶ ଦକ୍ଷିଣ ତିବ୍ବତର ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri