Posted inଖେଳ

ତୁର୍କମେନିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୧୮।୯: ଉଜବେକିସ୍ତାନରେ ଚାଲିଥିବା ୨୦୨୦ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଅନୁଷ୍ଠିତ ଗ୍ରୁପ୍‌-ବି’ର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ୫-୦ ଗୋଲରେ ଏକପାଖିଆ ଭାବେ ତୁର୍କମେନିସ୍ତାନକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ସିଦ୍ଧାର୍ଥ ନୋଙ୍ଗମେଇକାପାମ (୪୧ତମ ଓ ୯୦+୨ତମ) ଡବଲ୍‌ ଗୋଲସ୍କୋର କରିଥିବାବେଳେ ଶୁଭୋ ପଲ (୨୪ତମ), ତାଇସନ ସିଂ (୫୨ତମ) ଓ ହିମାଂଶୁ ଜାଙ୍ଗ୍ରା (୮୮ତମ) ଗୋଟିଏ ଲେଖାଏ ବଲ୍‌ ପ୍ରତିପକ୍ଷ ନେଟ୍ସ ମଧ୍ୟକୁ ପଠାଇବାରେ ସଫଳ ହୋଇଥିଲେ। ଭାରତ ଓ ତୁର୍କମେନିସ୍ତାନ ବ୍ୟତୀତ ଏହି ଗ୍ରୁପ୍‌ରେ ବାହାରିନ ଓ ଆୟୋଜକ ଉଜବେକିସ୍ତାନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri