ତୁର୍କୀ ଫୁଟ୍‌ବଲ ଆଇକନ୍‌ ଟରିମ୍‌ କରୋନା ଭାଇରସ୍‌ରେ ସଂକ୍ରମିତ

ଇସ୍ତାନବୁଲ୍‌, ୨୪ା୩ (ଏଏଫ୍‌ପି)-ତୁର୍କୀ ଫୁଟ୍‌ବଲ ଆଇକନ୍‌ ଟରିମ୍‌ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ସେ ଇସ୍ତାନବୁଲ୍‌ର ବଡ଼ ଫୁଟ୍‌ବଲ କ୍ଲବ ଗାଲାଟାସାରେର ମ୍ୟାନେଜର ଅଛନ୍ତି। ମଙ୍ଗଳବାର କୋଭିଡ୍‌-୧୯ ପାଇଁ ହୋଇଥିବା ଟେଷ୍ଟରେ ଟରିମ୍‌ଙ୍କର ପଜିଟିଭ ଆସିଥିଲା। ତାଙ୍କୁ ହ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଶୀଘ୍ର ସୁସ୍ଥ ହୋଇ ଫେରିବେ ବୋଲି ଆଶା ପ୍ରକାଶ କରି କହିଛନ୍ତି। ୬୬ ବର୍ଷୀୟ ଟରିମ୍‌ ‘ଏମ୍ପରର୍‌’ ନାମରେ ପରିଚିତ। ଗାଲାଟାସାରେର ସେ ୩ଟି ପର୍ଯ୍ୟାୟ (୧୯୯୬-୨୦୦୦, ୨୦୦୨-୨୦୦୪ ଓ ୨୦୧୧-୨୦୧୩ କୋଚ୍‌ ରହି ଆସିଛନ୍ତି। ସେ ୨୦୧୭ ଡିସେମ୍ବରରେ ଚତୁର୍ଥ ଥର ପାଇଁ ଦାୟିତ୍ୱ ନେଇଛନ୍ତି। ତୁର୍କୀରେ ୧,୫୨୯ଜଣ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇସାରିଛନ୍ତି। ୩୭ ଜଣ ଲୋକ ଇତିମଧ୍ୟରେ ପ୍ରାଣ ହରାଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri