ତୁର୍କୀ ବିଶ୍ୱକପ୍‌ ହିରୋ ରେକବର କରୋନାରେ ସଂକ୍ରମିତ

ଆଙ୍କାରା,୨୯ା୩ (ଏଏଫ୍‌ପି-ବାର୍ସିଲୋନାର ପୂର୍ବତନ ଗୋଲକିପର ତଥା ତୁର୍କୀ ଜାତୀୟ ଦଳର ପୂର୍ବତନ ଖେଳାଳି ରଷ୍ଟୁ ରେକବର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରେକବର ୨୦୦୨ ଫୁଟବଲ୍‌ ବିଶ୍ୱକପ୍‌ରେ ଚମତ୍କାର ଗୋଲ କିପିଂ କରି ତୁର୍କୀକୁ ସେମିଫାଇନାଲ ପ୍ରବେଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ପ୍ଲେ-ଅଫ୍‌ ତୁର୍କୀ ସହଆୟୋଜକ ଦକ୍ଷିଣ କୋରିଆକୁ ୩-୨ ଗୋଲରେ ପରାସ୍ତ କରି ତୃତୀୟ ସ୍ଥାନ ଅଧିକାର କରିଥିଲା। ଏହି ଗୋଲକିପରଙ୍କ ବର୍ତ୍ତମାନ ବୟସ ୪୬ ବର୍ଷ। ବିଶ୍ୱକପ୍‌ ପରେ ୨୦୦୩ରେ ସେ କିଛି ସମୟ ବାର୍ସିଲୋନାର ଗୋଲକିପର ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

IPL ନିଲାମ: ଧୋନୀଙ୍କ ସ୍ଥାନ ନେବେ ଏହି ୧୯ ବର୍ଷୀୟ ଖେଳାଳି, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: ଚେନ୍ନାଇ ସୁପର କିଙ୍ଗସ୍ (CSK) ୨୦୨୬ IPL ନିଲାମରେ ଭବିଷ୍ୟତ ଉପରେ ନଜର ରଖି ଲଗାତାର ଦୁଇ ଜଣ ଅନ୍‌କ୍ୟାପ୍ଡ୍ ଖେଳାଳିଙ୍କ ଉପରେ ବଡ଼...

IPL ନିଲାମ ୨୦୨୬: ୨୦ ବର୍ଷୀୟ ପ୍ରଶାନ୍ତ ବୀରଙ୍କ ହାଇ ଡିମାଣ୍ଡ, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: IPL ନିଲାମ ଇତିହାସରେ ସବୁଠାରୁ ମହଙ୍ଗା ଅନ୍‌କ୍ୟାପ୍ଡ୍ ଖେଳାଳି ଭାବେ ଉତ୍ତର ପ୍ରଦେଶର ଯୁବ ତାରକା ପ୍ରଶାନ୍ତ ବୀର ରେକର୍ଡ କରିଛନ୍ତି। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri