ତୃତୀୟଶ୍ରେଣୀ ସାହିତ୍ୟ ବହିରେ ପଠାଣି ସାମନ୍ତଙ୍କ ସମ୍ପର୍କରେ ଭୁଲ ତଥ୍ୟ

ଖଣ୍ଡପଡା,୪-୯(ସ୍ବ.ପ୍ର.):ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଏବଂ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶିତ ୩ୟ ଶ୍ରେଣୀ ସାହିତ୍ୟ ବହିରେ ବିଶ୍ୱ ବିଖ୍ୟାତ ଜ୍ୟୋତିର୍ବିଦ୍‌ ତଥା ସିଦ୍ଧାନ୍ତ ଦର୍ପଣର ରଚୟିତା ମହାମହୋପାଧ୍ୟାୟ ପଠାଣି ସାମନ୍ତଙ୍କ ଜୀବନୀ ସମ୍ପର୍କରେ ଆଧାରିତ ‘ତୁଳସୀ ଦୁଇ ପତ୍ରରୁ ବାସେ’ ବିଷୟବସ୍ତୁରେ ଭୁଲ ତଥ୍ୟ ପ୍ରକାଶ ପାଇଛି। ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ା ଉକ୍ତ ବିଷୟ ବସ୍ତୁର ଶେଷ ଭାଗରେ ପଠାଣି ସାମନ୍ତଙ୍କ ପିତାଙ୍କ ନାମ ଶ୍ୟାମବନ୍ଧୁ ସିଂହଙ୍କ ପରିବର୍ତ୍ତେ ଶ୍ୟାମ ସୁନ୍ଦର ସିଂହ ବୋଲି ଉଲ୍ଲେଖ କରାଯାଇଛି। ଏହି ଭୁଲ ତଥ୍ୟକୁ ନେଇ ଶିକ୍ଷକ ମହଲରେ ଅସନ୍ତୋଷ ଦେଖାଦେଇଛି। କୋମଳମତି ପିଲାମାନେ ପଠାଣି ସାମନ୍ତଙ୍କ ଜୀବନୀ ବୃତ୍ତାନ୍ତରୁ କ’ଣ ଏହି ଭୁଲ ଶିକ୍ଷା କରିବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ ନୟାଗଡ଼ ଜିଲା ଖଣ୍ଡପଡାରେ ଜନ୍ମ ଗ୍ରହଣ କରିଥିବା ଏହି ମହାମନିଷଙ୍କ ସମ୍ପର୍କରେ ପ୍ରକାଶିତ ଭୁଲ ତଥ୍ୟ ସୁଧାରିବା ନିମନ୍ତେ ସମ୍ପୃକ୍ତ ପ୍ରକାଶନ ସଂସ୍ଥା ସମେତ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷାବିଭାଗ କର୍ତ୍ତୃପକ୍ଷ, ବିଭାଗୀୟ ମନ୍ତ୍ରୀ ଓ ସଚିବ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri