Posted inଜାତୀୟ

ତୃତୀୟ ଥର ଟଳିଲା ନିର୍ଭୟା ଦୋଷୀଙ୍କ ଫାଶୀ: ସାଢ଼େ ୧୨ ଘଣ୍ଟା ପୂର୍ବରୁ ରଦ୍ଦ ହେଲା ଡେଥ୍‌ ଓ୍ବାରେଣ୍ଟ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଫାଶୀଦଣ୍ଡ ପୁଣି ଥରେ ଟଳିଯାଇଛି। ମାର୍ଚ୍ଚ ୩ ତାରିଖ ସକାଳ ୬ଟାରେ ୪ ଦୋଷୀ ଆଉ ଫାଶୀଖୁଣ୍ଟରେ ଝୁଲିବେ ନାହିଁ। ନିର୍ଭୟାଙ୍କ ଅନ୍ୟ ଏକ ଦୋଷୀ ପବନ ଗୁପ୍ତାଙ୍କ ଏକ ଆବେଦନ ଉପରେ ସୋମବାର ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ଏହି ଶୁଣାଣି କରିଛନ୍ତି। ମାର୍ଚ୍ଚ ୩ରେ ହେବାକୁ ଥିବା ଫାଶୀ ଉପରେ କୋର୍ଟ ରହିତାଦେଶ ଦେଇ ଆଗାମୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଉକ୍ତ ଫାଶୀ ଉପରେ ରୋକୋ ଲଗାଇଛନ୍ତି। କିନ୍ତୁ ଏହା ପୂର୍ବରୁ ଫାଶୀ ଉପରେ ରୋକୋ ଲଗାଇବା ପାଇଁ କୋର୍ଟ ମନା କରିଦେଇଥିଲେ। ସୂଚନାଯୋଗ୍ୟ, ସୋମବାର ପବନ ଗୁପ୍ତାଙ୍କ କ୍ୟୁରେଟିଭ୍‌ ପିଟିଶନ ଓ କ୍ଷମା ଆବେଦନ ଖାରଜ ହୋଇସାରିଛି।

ଅପରପକ୍ଷେ ବାରମ୍ବାର ଫାଶୀଦଣ୍ଡ ଟଳୁଥିବାରୁ ନିର୍ଭୟାଙ୍କ ମା’ ଆଶାଦେବୀ ଅସନ୍ତୋଷ ପ୍ରକାଶ କରିବା ସହ କ୍ରୋଧିତ ହୋଇଛନ୍ତି। ସେ କହିଛନ୍ତି, କୋର୍ଟ ୩ଥର ଡେଥ୍‌ ଓ୍ବାରେଣ୍ଟ ଜାରି କରିଥିଲେ ମଧ୍ୟ ନିଜ ନିଷ୍ପତ୍ତିରେ ଅଟଳ କାହିଁକି ରହିପାରୁ ନାହାନ୍ତି। ଏହା ଆଇନର ବିଫଳତାକୁ ଦର୍ଶାଉଛି ବୋଲି ଆଶାଦେବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri