ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଆସନ ପାଇଁ ମତଦାନ ଜାରି ରହିଛି। ଭୋଟର ମୋଟ୍‌ ୧୬୧୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତୃତୀୟ ପର୍ଯ୍ୟାୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ,ଭାଜପା ଅଧ୍ୟକ୍ଷ ଅମିତ ଶାହ, ସମାଜବାଦୀ ପାର୍ଟିର ମୁଲାୟମ ସିଂ ଯାଦବ ଆଦି ପ୍ରମୁଖ ନେତା ନିର୍ବାଚନ ମଇଦାନରେ ଅଛନ୍ତି। ତୃତୀୟ ପର୍ଯ୍ୟାୟ ଆସାମର ୪ଟି ଆସନ, ବିହାରର ୫, ଛତିଶଗଡ଼ର ୭, ଗୁଜରାଟର ୨୬, ଗୋଆର ୨, ଜମ୍ମୁ-କଶ୍ମୀରର ଗୋଟିଏ, କର୍ନାଟକର ୧୪, କେରଳର ୨୦, ମହାରାଷ୍ଟ୍ରର ୧୪, ଓଡିଶାର ୬, ଉତ୍ତରପ୍ରଦେଶର ୧୦, ପଶ୍ଚିମବଙ୍ଗର ୫, ଦାଦ୍ରା ଓ ନଗର ହାଭେଲିର ଗୋଟିଏ ଏବଂ ଡାମନ ଓ ଡିଉର ଗୋଟିଏ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଛି। ଏଥି ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବିଭାଗରେ ହଇଚଇ! ୧୨ ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ, ଭିଡିଓ ଭାଇରାଲ୍‌ ପରେ…

ପାଟନା,୩।୯: ବିହାରର ବକ୍ସର ଜିଲାରୁ ସାମ୍ନାକୁ ଆସିଛି ଏକ ସାଂଘାତିକ ଘଟଣା। ଡୁମରାଓ ପ୍ରଖଣ୍ଡର ଦୁଇଜଣ ଶିକ୍ଷକ ପ୍ରାୟ ୧୨ ଜଣ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ସହ…

ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…

ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି…

ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ: ଏବେ କରୁଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି…

୫. ୮ କୋଟିଙ୍କୁ ମିଳିବ ରୋଜଗାର! ବାଇକ ଟ୍ୟାକ୍ସିକୁ ନେଇ ସବୁ ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଲେ ଗଡ଼କରୀ

ନୂଆଦିଲ୍ଲୀ,୩।୯: ଦେଶରେ ଟ୍ରାନ୍ସପୋର୍ଟ ବ୍ୟବସ୍ଥାକୁ ଆହୁରି ସହଜ ଓ ରୋଜଗାରମୁଖୀ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଯୋଜନା ଉପରେ ଜୋର ଦେଉଛନ୍ତି। କେନ୍ଦ୍ରୀୟ ସଡ଼କ…

ରାଜନୀତିରେ ବଡ଼ ହଲଚଲ: ଭୋଟର ଲିଷ୍ଟରୁ କାହିଁକି କଟିଲା ରାଘବ ଚଢାଙ୍କ ନାଁ, ଏହା ପଛର କାରଣ ଖୋଲି କହିଲେ…

ନୂଆଦିଲ୍ଲୀ,୩।୯: SIR ପରେ ପଞ୍ଜାବର ଡ୍ରାଫ୍ଟ ଭୋଟର ଲିଷ୍ଟରୁ ନାଁ କଟିବାକୁ ନେଇ ରାଜ୍ୟ ସଭା ସାଂସଦ ରାଘବ ଚଢା ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ଭୋଟର ଲିଷ୍ଟରୁ…

ପଞ୍ଜାବ ଭୋଟର ଲିଷ୍ଟରୁ କଟିଲା ରାଘବ ଚଢାଙ୍କ ନାଁ! ବଡ଼ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩।୯: ଆମ ଆଦମୀ ପାର୍ଟିର ପୂର୍ବତନ ନେତା ତଥା ରାଜ୍ୟ ସଭା ସାଂସଦ ରାଘବ ଚଢାଙ୍କ ନାଁ ଡ୍ରାଫ୍ଟ ଭୋଟର ଲିଷ୍ଟରୁ କଟିଥିବା ଅଭିଯୋଗ ହୋଇଛି। ନିଜେ…

କ୍ଷେତରେ କାମ କରୁଥିବା ବୃଦ୍ଧାଙ୍କୁ ଦେଖି ଅଟକିଲା ବିଜୟଙ୍କ କାର୍‌! ତା’ପରେ ଯାହା କଲେ, ଭାଇରାଲ ହେଲା ଭିଡିଓ

ଚେନ୍ନାଇ,୩।୯: ତାମିଲନାଡୁର ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ଭିଡିଓରେ ବିଜୟ ଜଣେ ବୃଦ୍ଧା ମହିଳାଙ୍କୁ ଭେଟି ତାଙ୍କ…

ସମାଲୋଚନା ଭୟ: ଜେନ୍‌-ଜି ହରାଉଛନ୍ତି କ୍ୟାରିୟର ସୁଯୋଗ

ମୁମ୍ବାଇ, ୩ା୯: ଲୋକେ କ’ଣ ଭାବିବେ’ ବା ସମାଲୋଚନା ହେବାର ଭୟ ଯୋଗୁ ନୂଆପିଢ଼ିର ‘ଜେନ୍‌-ଜି’ ପେସାଦାରମାନେ ନେଟୱର୍କିଂ କରିବାରୁ ଓ କ୍ୟାରିୟରରେ ସହାୟକ ହୋଇପାରୁଥିବା ବ୍ୟକ୍ତିମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri