ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ସୁଦର୍ଶନ ଦେବ ସ୍ନାନମଣ୍ଡପରେ ବିଜେ କରିଥିଲେ। ଘଣ୍ଟ, ଘଣ୍ଟା, ମହୁରୀ, ମୃଦଙ୍ଗର ତାଳେତାଳେ ତୃତୀୟ ଶ୍ରୀକ୍ଷେତ୍ର ପ୍ରକମ୍ପିତ ହୋଇଉଠିଥିଲା। ୧୦୮ କୁମ୍ଭ ସୁବାସିତ ଜଳରେ ଠାକୁରଙ୍କୁ ସ୍ନାନ କରାଯାଇଥିଲା। ଏହି ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri