ତେଜରାତି ଦୋକାନରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୩ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଦାବରୀଶ ନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ ସହ ଦୋକାନ ମାଲିକ କବିଚନ୍ଦ୍ର ପଣ୍ଡାଙ୍କୁ ମଧ୍ୟ ଖବର କରିଥିଲେ। ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ଗୋଦାବରୀଶ ନଗରରେ ପହଞ୍ଚତ୍ ଲାଗିଥିବା ନିଅଁାକୁ ଆୟତ୍ତ କରିଥିଲେ। ଦୋକାନ ଭିତରେ ଡ଼ାଲି, ଚାଉଳ ଓ ଗହମ ଇତ୍ୟାଦି ସାମଗ୍ରୀ ଥିବା ବେଳେ ଅଗ୍ନିକାଣ୍ଡରେ ତାହା ପୋଡ଼ି ପାଉଁଶ ହୋଇଯାଇଛି । ଶର୍ଟଶର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସହକାରୀ ଅଗ୍ନିଶମ ଅଧିକାରୀ ମହାପାତ୍ର ସୂଚନା ଦେଇଛନ୍ତି। ପ୍ରାୟ ୫୦ ହଜାର ଟଙ୍କାର ସାମଗ୍ରୀ ପୋଡ଼ି ଯାଇଥିବା ଦୋକାନ ମାଲିକ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri