ତେଲକୋଇରେ ହାତୀ ଆତଙ୍କ

କେନ୍ଦୁଝର, ୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନସ୍ଥ ଖୁଣ୍ଟାପଡା ଗାଁରେ ହାତୀ ଉପଦ୍ରବ ଦେଖାଯାଇଛି। ୫ ଟିକିଆ ହାତୀପଲ ଗାଁରେ ପଶି ଖଳାରେ ଥିବା ଧାନକୁ ଖାଇବା ସହ ଧାନ ଜଗିବା ପାଇଁ ଥିବା ମଞ୍ଚାକୁ ଭାଙ୍ଗି ଦେଇଛନ୍ତି। ମଞ୍ଚାରେ ଶୋଇଥିବା ଚାଷୀ ମଦନ ସାହୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସେହିଭଳି ଗାଁର ସୁଶାନ୍ତ ପ୍ରଧାନ, କପିକେତନ ପ୍ରଧାନ, ବିଭୂତି ପ୍ରଧାନଙ୍କର ପ୍ରାୟ ୩୦ ବସ୍ତା ଧାନ ମଧ୍ୟ ହାତୀ ଖାଇଯାଇଛନ୍ତି। ଏହାସହିତ କଦଳୀ ଗଛ ଓ ନଡିଆ ଗଛକୁ ମଧ୍ୟ ନଷ୍ଟ କରିଛନ୍ତି। ସେପଟେ ବନବିହାରୀପୂର ଓ କନ୍ତଲେଇ ଗାଁରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ସେଠାରେ ହାତୀପଲ୍ଲ କୋବି ଫସଲ ନଷ୍ଟ କରିବା ସହ ଘର ଭିତରୁ ଧାନ ବସ୍ତା ଟାଣି ଖାଇଯାଇଛନ୍ତି। ବିଲରୁ ଧାନ ଅମଳ ସରିଯାଇଥିବାରୂ ଖାଦ୍ୟ ଅନ୍ବେଷଣରେ ହାତୀପଲ ଗାଁ ମୁହାଁ ହେଉଥିବା ଜଣାପଡିଛି। ହାତୀପଲ୍ଲ ଗାଁରେ ପ୍ରବେଶ କରିଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନ ବିଭାଗ ହାତୀ ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri