ତେଲମହୁଲ ଗାଁକୁ ଦିନକ ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବରଗଡ଼ ଅଫିସ,୧୭।୫- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ତେଲମହୁଲ ଗାଁକୁ ରବିବାର ସକାଳୁ ଦିନକ ପାଇଁ ସଟ ଘୋଷଣା କରାଯାଇଛି । ସ୍ଥାନୀୟ ସରପଞ୍ଚ ସୁନୀତା ବରିହା ଜିଲାପାଳ କ୍ଷମତା ପ୍ରୟୋଗ କରି ଏହି କଟକଣା ଲାଗୁ କରିଛନ୍ତି। ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ରାଜ୍ୟ ବାହାରକୁ ଯାଇଥିବା ବରିହାପାଲି, ଚାଣ୍ଟିପାଲି, ପଲସାପାଲି ଓ ଭୁନ୍ଦୁବହାହାଲ ଗ୍ରାମର ପ୍ରବାସୀ ଶ୍ରମିକମାନେ ଶନିବାର ସାରେ ଏକ ଯାତ୍ରୀବାହୀ ବସ ଯୋଗେ ତେଲମହୁଲ ଛକକୁ ଆସି ସେଠାରେ ଓହ୍ଲାଇଥିଲେ। ଫଳରେ କରୋନା ସଂକ୍ରମଣ ଆଶଙ୍କା କରି ଉକ୍ତ ଗ୍ରାମକୁ ଦିନକ ପାଇଁ ସଟ୍‌ ଡାଉନ୍‌ ଘୋଷଣା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?