ସୋନପୁର,୪l୬(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ସହାଣଡିହିସ୍ଥିତ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ରାଇସ ବ୍ରାନ ଗୋଦାମରେ ଥିବା ଜରି ବସ୍ତାରେ ନିଆଁ ଲାଗିଥିଲା। ଏହା ଚାରିଆଡ଼େ ବ୍ୟାପି ଥିଲା l ଉଲୁଣ୍ଡା, ସୋନପୁର ଓ ବିନିକା ଅଗ୍ନିଶମ ସେବାକେନ୍ଦ୍ରର ଟିମ ଫ୍ୟାକ୍ଟ୍ରିରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି l
Dharitri – Odisha’s No.1 Odia Daily

