Posted inଜାତୀୟ

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ ଘଟିଥିଲା। ଗୁରୁବାର ସକାଳେ ସମଗ୍ର ଅଞ୍ଚଳ ଅର୍ଦ୍ଧ ସାମରିକ ସୁରକ୍ଷାବଳଙ୍କ ଛାଉଣୀରେ ପରିଣତ ହୋଇଛି। ଏହି ଘଟଣାରେ ୧୫ ପୋଲିସକର୍ମୀ ଆହତ ହୋଇଥିବା କୁହାଯାଉଛି। ସନ୍ଥ ରବିଦାସ ମନ୍ଦିର ଭଙ୍ଗାଯିବା ଘଟଣାକୁ ନେଇ ଏଭଳି ହୋଇଛି। ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସ ପକ୍ଷରୁ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN

କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri