Posted inଜାତୀୟ

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ପୁଲଓ୍ବମା ଜିଲାରେ ବୁଧବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ତ୍ରାଲ୍‌ ଅଞ୍ଚଳର ନାଗବଳ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୪୨ ରାଷ୍ଟ୍ରୀୟ ରାଇଫଲସ୍‌ ଏବଂ ଏସ୍‌ପିଜି ଯବାନ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀ ପାଲଟା ଆକ୍ରମଣ କରିଥିଲେ। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସୁରକ୍ଷାଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଓ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri