Posted inଜାତୀୟ

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିବା ସୁରକ୍ଷା ପ୍ରବକ୍ତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri