ଫନୀ କ୍ଷତି: ତ୍ରୁଟିପୂର୍ଣ୍ଣ ତାଲିକା ବିରୋଧରେ ଦାବିପତ୍ର

ସାକ୍ଷୀଗୋପାଳ, ୨୭।୬(ଡି.ଏନ୍‌.ଏ.): ଫନୀ କ୍ଷତିଗ୍ରସ୍ତଙ୍କ ତ୍ରୁଟିପୂର୍ଣ୍ଣ ତାଲିକା ପ୍ରକାଶନ ବିରୋଧରେ ହିନ୍ଦୁସ୍ଥାନ ନିର୍ମାଣ ଦଳ ତରଫରୁ ପୁରୀ ଜିଲାପାଳ, ଉପଜିଲାପାଳ ଏବଂ ସତ୍ୟବାଦୀ ତହସିଲଦାରଙ୍କୁ ଗୁରୁବାର ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପୁନର୍ବାର ଯାଞ୍ଚ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ସାମିଲ କରିବାକୁ ଉଲ୍ଲେଖ କରାଯାଇଛି। ବର୍ତ୍ତମାନର ସୂଚୀ ଅନୁସାରେ ୨୦ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଏହି ତାଲିକାରୁ ବାଦ୍‌ ପଡିଥିବା ଦଳର ଜିଲା ସଂଯୋଜକ କୈଳାଶଚନ୍ଦ୍ର ବରାଳ କହିଛନ୍ତି। ଏହି ତ୍ରୁଟିପୂର୍ଣ୍ଣ ତାଲିକା ସମ୍ପର୍କରେ ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧି ସୁନିଲକୁମାର ପଣ୍ଡା ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri