ତ୍ୱରାନ୍ବିତ ହେବ ରଥ ନିର୍ମାଣ କାର୍ଯ୍ୟ: ସମସ୍ତ ମହାରଣା, ସେବାୟତଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ପୁରୀ ଅଫିସ,୮।୫: ରଥ ନିର୍ମାଣ କାର୍ଯ୍ୟକୁ କିଭଳି ତ୍ୱରାନ୍ବିତ କରାଯିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ରଥ କାର୍ଯ୍ୟରେ ନିୟୋଜିତ ସେବାୟତମାନେ କିଭଳି ସୁରୁଖୁରୁରେ ରଥ ନିର୍ମାଣ କରିବେ ତା ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଆବଦ୍ଧାଞ୍ଚଳ ମଧ୍ୟରେ ରଥ ନିର୍ମାଣ ହେବ। ଏଥିରେ ନିୟୋଜିତ ପ୍ରାୟ ୧୫୦ରୁ ଅଧିକ ମହାରଣା ଏବଂ ଭୋଇ ସେବକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସମସ୍ତଙ୍କୁ ରଥକାର୍ଯ୍ୟ ଶେଷ ପର୍ଯ୍ୟନ୍ତ ଦୁଇଟି ଭକ୍ତ ନିବାସରେ ରଖାଯିବ। ସେଠାରେ ସେମାନଙ୍କ ଖାଦ୍ୟପେୟ ବ୍ୟବସ୍ଥା ମଧ୍ୟ ହେବ। ଭକ୍ତନିବାସରୁ ସେମାନଙ୍କୁ ବସ୍‌ ଯୋଗେ ରଥଖଳାରେ ପହଞ୍ଚାଯିବ। ଏସବୁ ପ୍ରସ୍ତାବ ରଥକାର୍ଯ୍ୟରେ ନିୟୋଜିତ ମହାରଣା, ଭୋଇ ସେବକମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଦେଇଛି ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଶୁକ୍ରବାର ସୂଚନା ଦେଇଛନ୍ତି। ଏଥିସହ ଲକ୍‌ଡାଉନ୍‌ ଗାଇଡ୍‌ଲାଇନ୍‌କୁ ମାନି ଯେପରି ରଥ ନିର୍ମାଣ କରିବେ ସେନେଇ ସମସ୍ତଙ୍କୁ ସଚେତନ କରାଯିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri