Posted inଜାତୀୟ

ଥଣ୍ଡାରେ ଥରୁଛି ଦିଲ୍ଲୀ: ଭାଙ୍ଗିଲା ୧୧୮ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୧୨: ରାଜଧାନୀ ଦିଲ୍ଲୀରେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏଠାରେ ଶନିବାର ନ୍ୟୁନତମ ତାପମାତ୍ରା ୨.୪ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ଏହା ୧୧୮ ବର୍ଷର ରେକର୍ଡ ଭାଙ୍ଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯୦୧ ପରେ ଦିଲ୍ଲୀରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ୧୯୯୧, ୧୯୨୯,୧୯୬୧ ଏବଂ ୧୯୯୭ରେ ଦିଲ୍ଲୀର ତାପମାତ୍ରା ଡିସେମ୍ବର ମାସରେ ୨୦ ଡିଗ୍ରୀ ସେଲସିୟସ୍‌ରୁ କମ୍‌ ରହିଥିଲା। ଡିସେମ୍ବର ୩୧ ଏବଂ ଜାନୁୟାରୀ ୧ରେ ଦିଲ୍ଲୀରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପରେ ତାପମାତ୍ରା ପୁଣି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri