ଥମୁନି କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ଛୁଇଁଲା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୮।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ସୋମବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ୬୩୪ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬ ହଜାର ୧୯୨ ରହିଛି। ଇତିମଧ୍ୟରେ ୩୪ ଲକ୍ଷ ୬୧ ହଜାର ୬୧ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୨ ଲକ୍ଷ ୨୪ ହଜାର ୩୮୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୧ ଲକ୍ଷ ୭୦ ହଜାର ୬୨୮ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସାମାନ୍ୟଥିବାବେଳେ ୫୩ ହଜାର ୭୫୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ ୭ ହଜାର ୪୪୯ ଥିବାବେଳେ ମୃତକଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୪୬୯ରେ ପହଞ୍ଚିଛି। ସେହିପରି ସଂକ୍ରମିତ ସଂଖ୍ୟା ଅନୁସାରେ ତାଲିକାର ଦ୍ୱିତୀୟ ସ୍ଥାନରେ ଥିବା ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୯୧ ହଜାର ୯୬୨ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୩୭ ହଜାର ୩୧୨ ରହିଛି। ରୁଷ୍‌ରେ ୪ ଲକ୍ଷ ୬୭ ହଜାର ୬୭୩ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୫,୮୫୯ ରହିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?