ଥମୁନି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯ ହଜାର ୩୦୪ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୩୦୪ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୨୬୦ ରହିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୬ ହଜାର ୯୧୯ ରହିଛି। ସେହିପରି ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୮୮ରେ ପହଞ୍ଚିଛି। ଗୁରୁବାର ସୁଦ୍ଧା ଲକ୍ଷେ ୪ ହଜାର ୧୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ଲକ୍ଷେ ୬ ହଜାର ୭୩୭ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଇତିମଧ୍ୟରେ ୪୨ ଲକ୍ଷ ୪୨ ହଜାର ୭୧୮ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ଲକ୍ଷେ ୩୯ ହଜାର ୪୮୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?