ଥମୁନି ଝାଡ଼ାବାନ୍ତି, ୯ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ସଜନାଗଡ଼, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବାଇଗଡ଼ିଆ ପଞ୍ଚାୟତର ୩୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି। ନୀଳଗିରି ବ୍ଲକର ମହିଷାପଟା ପଞ୍ଚାୟତର ଶାଳବଣୀ ଓ କୁଆନାଳୀ ଗ୍ରାମର ୭ଜଣ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅଯୋଧ୍ୟା, ନୀଳଗିରି ଓ ବାଲେଶ୍ୱର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଜଙ୍ଗଲୀ ଛତୁ, ଦୂଷିତ ପାଣି ଯୋଗୁ ଝାଡ଼ାବାନ୍ତି ହୋଇଥିବା ଅଞ୍ଚଳବାସୀ ଦାବି କରିଛନ୍ତି । ଖବର ପାଇ ବରହମ୍‌ପୁର ମୋବାଇଲ୍‌ ହେଲଥ୍‌ ୟୁନିଟ୍‌ ଆୟୁଷ ଡାକ୍ତର ଶ୍ରୀଧର ବେହେରା, ଫାର୍ମାସିଷ୍ଟ ଦିବାକର ମହାପାତ୍ର, ଏ.ଏନ୍‌.ଏମ୍‌. କୀର୍ତ୍ତିଲତା ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତ ଅନୁଧ୍ୟାନ କରିବା ସହିତ ଝାଡ଼ାବାନ୍ତି ଯେପରି ଗଁାସାରା ନ ବ୍ୟାପେ ସେଥିପାଇଁ ଗ୍ରାମବାସୀଙ୍କୁ ସଚେତନ କରି ଔଷଧ ବଣ୍ଟନ କରିଥିଲେ। ଝାଡ଼ାବାନ୍ତିରେ ଗଣେଶ୍ୱର ବିଶ୍ୱାଳ (୪୮) ଗୁରୁତର ହୋଇ ନୀଳଗିରି ମେଡ଼ିକାଲରେ ଭର୍ତ୍ତି ହୋଇଥିବା ବେଳେ ଗ୍ରାମର ରମାକାନ୍ତ ନାୟକ (୫୨), ମକରୀ ନାୟକ (୪୫), ହସମଣୀ କୁସୁମାଳିଆ (୪୭), ବ୍ରହ୍ମାନନ୍ଦ ଦେଶୱାରୀ (୨୨), ଶାଳବଣୀ ରଜାସାହି ଗ୍ରାମର ବାଇଧର ସିଂ (୪୫), ବନୀ କୁସୁମାଳିଆ (୩୦), ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri