ଥରିଲା ଚାଇନା

ବେଜିଂ, ୧୬।୯: ଚାଇନାର ସିଚୁଆନ୍‌ ପ୍ରଦେଶରେ ଗୁରୁବାର ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଚୋଙ୍ଗକିଙ୍ଗ ସହରଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ୧୨୦ କି.ମି ଦୂର ଓ ୧୦ କି.ମି ଗଭୀରରେ ଭୂକମ୍ପର କେନ୍ଦ୍ରସ୍ଥଳ। ଆମେରିକା ଭୂତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଅନୁଯାୟୀ ଭୂକମ୍ପର ତୀବ୍ରତା ୫.୪ ଥିବାବେଳେ ଚାଇନା ଆର୍ଥକ୍ୱେକ୍‌ ନେଟ୍‌ଓ୍ବର୍କସ ସେଣ୍ଟର ଆକଳନରେ ଏହା ୬.୦ ବୋଲି କୁହାଯାଉଛି। ଏହାର ପ୍ରଭାବରେ ଲୁକ୍ସିଆନ୍‌ କାଉଣ୍ଟିରେ ୨୨ଟି ଘର ଭୁଶୁଡ଼ି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri