ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଏହାକୁ ନେଇ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇନାହିଁ।
ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଏହାକୁ ନେଇ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇନାହିଁ।
ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…
ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…
ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…
ନୂଆଦିଲ୍ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…
ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…
ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…
ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…
ଭୁବନେଶ୍ୱର,୨୫।୧୦ (ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍ ସମୟରେ ଉତ୍ତରପ୍ରଦେଶର ବାରାଣସୀ…