ଥାଇରଏଡ୍‌ ସମସ୍ୟା ଥିଲେ ଖାଆନ୍ତୁ ଏସବୁ

ଅଧିକାଂଶ ଲୋକଙ୍କଠାରେ ବର୍ତ୍ତମାନ ଥାଇରଏଡ୍‌ ସମସ୍ୟା ଦେଖାଦେଉଛି। ମାନସିକ ଦୁଃଶ୍ଚିନ୍ତା, ଖାଦ୍ୟରେ ଆୟୋଡିନ୍‌ ମାତ୍ରା କମ୍‌ କିମ୍ବା ଅଧିକ ହେଲେ ଏହି ସମସ୍ୟା ଦେଖାଦେଇଥାଏ। ଏହା ବଂଶାନୁଗତ ମଧ୍ୟ ହୋଇପାରେ। ପୁରୁଷମାନଙ୍କ ତୁଳନାରେ ମହିଳାମାନଙ୍କଠାରେ ଥାଇରଏଡ୍‌ ସମସ୍ୟା ଅଧିକ ଦେଖା ଦେଇଥାଏ। ତେବେ ଏହି ରୋଗୀମାନେ କେଉଁ ପ୍ରକାର ଖାଦ୍ୟ ଖାଇବା ଉଚିତ୍‌/ଅନୁଚିତ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ ଅନୁଯାୟୀ, ଥାଇରଏଡ୍‌ ରୋଗୀମାନେ ନିୟମିତ ଗୋଟିଏ ଗ୍ଲାସ କ୍ଷୀର ପିଇବା ସହିତ କିଛି ଅଦା, ରସୁଣ, ପିଆଜ ଖାଦ୍ୟରେ ସାମିଲ୍‌ କରିବା ଉଚିତ୍‌। ଆମ୍ବ,ତରଭୁଜ ଆଦି ଥାଇରଏଡ୍‌ ରୋଗୀଙ୍କ ପାଇଁ ଲାଭଦାୟକ ହୋଇଥାଏ। ନିୟମିତ ଖେଚୁଡ଼ି ମଧ୍ୟ ଏହି ରୋଗୀଙ୍କ ପାଇଁ ବହୁ ଉପକାରୀ। ନଡ଼ିଆ ତେଲରେ ରୋଷେଇ କରି ଖାଇବା ଉଚିତ୍‌। ପ୍ରତିଦିନ ସକାଳେ ୧୦ରୁ ୧୫ ମିନିଟ୍‌ କଅଁଳ ଖରାରେ ରହିବା ଥାଇରଏଡ୍‌ ରୋଗୀଙ୍କ ପାଇଁ ନିହାତି ଜରୁରୀ।
ସେହିପରି ଅଧିକ ଥଣ୍ଡା ପାନୀୟ ଗ୍ରହଣ କରିବା ଅନୁଚିତ। ଫୁଲକୋବି, ବନ୍ଧାକୋବି, ମୂଳା, ବିଟ୍‌, ଛେଳି ମାଂସ ଅଧିକ ପରିମାଣରେ ଖାଇଲେ ଥାଇରଏଡ୍‌ ସମସ୍ୟା ଆହୁରି ବଢ଼ିଯାଏ। ରାଗ, ମସଲା ଜାତୀୟ ଖାଦ୍ୟଠାରୁ ଦୂରେଇ ରହିବା ଉଚିତ୍‌। ଦହି ଖାଇବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମଧ୍ୟ ବାରଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri