ଥାଇଲାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ମୋଦିଙ୍କ ଉଦ୍‌ବୋଧନ: ଆତଙ୍କବାଦର ମୂଳକୁ ଛେଦିଛି ଭାରତ

ବ୍ୟାଙ୍କକ୍‌,୩ା୧୧(ପି.ଟି.): ଆତଙ୍କବାଦ ଓ ବିଚ୍ଛିନ୍ନତାବାଦର ମୂଳ କାରଣ ଥିଲା ଜମ୍ମୁ-କଶ୍ମୀରରେ ଦୀର୍ଘଦିନ ଧରି ଲାଗୁ ହୋଇଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦। ଏହି ଅନୁଚ୍ଛେଦକୁ ଉଚ୍ଛେଦ କରିବା ଫଳରେ ଆତଙ୍କବାଦର ମୂଳକୁ ଛେଦନ କରାଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ପ୍ରବାସୀ ଭାରତୀୟଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି। ଆମେ ଉତ୍ତରପୂର୍ବ ଭାରତର ବିକାଶ କରୁଛୁ। ଏହା ଦକ୍ଷିଣପୂର୍ବ ଏସିଆର ପ୍ରବେଶ ଦ୍ୱାର ହେବ ବୋଲି ମୋଦି କହିଥିଲେ। ଯେତେବେଳେ ନିଷ୍ପତ୍ତି ଠିକ୍‌, ଏହାର ସ୍ବର ସାରା ବିଶ୍ୱରେ ପ୍ରତିଧ୍ୱନିତ ହୋଇଥାଏ। ଥାଇଲାଣ୍ଡରେ ମଧ୍ୟ ସେ ଏହାକୁ ଶୁଣିପାରୁଥିବା ‘ସାଓ୍ବାସଦି ପିଏମ୍‌ ମୋଦି’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ସମ୍ପର୍କରେ ସେ କହିବା ବେଳେ ଉପସ୍ଥିତ ଶ୍ରୋତାମାନେ ଛିଡ଼ାହୋଇ ଏହାକୁ ସ୍ବୀକୃତି ଜଣାଇଥିଲେ। ଭାରତ ଓ ଥାଇଲାଣ୍ଡ ମଧ୍ୟରେ ସମ୍ପର୍କ ଅଧିକ ଦୃଢ଼ୀଭୂତ ହେଉଛି ବୋଲି ମୋଦି କହିଥିଲେ। ଭାରତର ନୀତି ଆଦର୍ଶର ମୂଲ୍ୟବୋଧ ସାରା ବିଶ୍ୱରେ ଅନୁଭୂତ ହୋଇଛି। ଥାଇଲାଣ୍ଡ ଆସି ସେ ଏଠାରେ ଭାରତୀୟତା ଅନୁଭବ କରୁଛନ୍ତି। ରାଣୀ ମହା ଚକ୍ରି ସିରିନ୍ଧୋର୍ନ ଜଣେ ସଂସ୍କୃତ ପଣ୍ଡିତ, ଯାହାଙ୍କର ଭାରତ ସହ ଘନିଷ୍ଠ ସମ୍ପର୍କ ଥିଲା ବୋଲି ବ୍ୟାଙ୍କକ୍‌ରେ ପ୍ରବାସୀ ଭାରତୀୟମାନଙ୍କ ସହ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ କହିଥିଲେ।
ଆସିଆନ୍‌-ଇଣ୍ଡିଆ ସମ୍ମିଳନୀରେ ଯୋଗଦେବା ଲାଗି ୩ ଦିନିଆ ଥାଇଲାଣ୍ଡ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ୧୬ ଏସିଆ-ପ୍ରଶାନ୍ତ ମହାସାଗରୀୟ ଦେଶ ସହ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଆର୍‌ସିଇପି) ସମ୍ପର୍କରେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri