Posted inଖେଳ

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଦ୍ୱିତୀୟ ରାଉଣ୍ଡରେ ଦୀପ-ଦିଲେଶ୍ୱର

ଭୁବନେଶ୍ୱର, ୧୮।୯(କ୍ରୀଡ଼ା ପ୍ରତିନିଧି)-ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନର ଡବଲ୍ସ ଇଭେଣ୍ଟରେ ମଧ୍ୟ ଓଡ଼ିଶା ଖେଳାଳିଙ୍କ ଆରମ୍ଭ ଭଲ ହୋଇଛି। ମଙ୍ଗଳବାର ପ୍ରଥମ ରାଉଣ୍ଡରେ ଓଡ଼ିଶାର ଦୀପ୍‌ ରଞ୍ଜନ ବିଶୋଇ ଓ ଦିଲେଶ୍ୱର ରାଓ ଦକ୍ଷିଣ କୋରିଆର କ୍ୟୁଙ୍ଗ ସିନ୍‌ ଓ ଜାଭିୟର ଡିଭିଲାରୀଙ୍କୁ ୧୯-୨୧, ୨୧-୧୭, ୨୧-୧୬ ପଏଣ୍ଟରେ ପରାସ୍ତ କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ପ୍ରମୋଦ ଭଗତ ଓ ମନୋଜ ସରକାରଙ୍କ ଯୋଡ଼ି ସ୍କଟଲାଣ୍ଡର ରିଚାର୍ଡ ଓ୍ବିଲିୟମ ଓ କଲିନ ଲେସ୍‌ଲିଙ୍କୁ ସିଧାସଳଖ ୨୧-୧୨, ୨୧-୧୨ରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପହଞ୍ଚତ୍ଛନ୍ତି। ପୂର୍ବରୁ ଦୀପ୍‌ ରଞ୍ଜନ, ଦିଶେଶ୍ୱର ଓ ପ୍ରମୋଦ ସିଙ୍ଗଲ୍ସର ପ୍ରଥମ ରାଉଣ୍ଡରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri