ଥାଇ କର୍ନ କେକ୍‌

ସୁଆଦିଆ ଖାଦ୍ୟ ସମସ୍ତଙ୍କର ପସନ୍ଦ। ସେଥିପାଇଁ ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କୁ ଆକର୍ଷିତ କରିବା ଲାଗି ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ।ପର୍ଯ୍ୟଟନ ସହର ପୁରୀର ହୋଟେଲ,ରେଷ୍ଟୁରାଣ୍ଟଗୁଡ଼ିକରେ ଗ୍ରାହକଙ୍କ ମନପସନ୍ଦର ଖାଦ୍ୟ ପ୍ରସ୍ତୁତ ହେଉଛି। ହୋଟେଲ ମାଲିକମାନେ ମଧ୍ୟ ଗ୍ରାହକଙ୍କ ରୁଚିକୁ ଦେଖି ବିଭିନ୍ନ ପ୍ରକାର ଡିଶ୍‌ ପ୍ରସ୍ତୁତ କରୁଛନ୍ତିି। ସ୍ନାକ୍ସ ଆଇଟମ୍‌ ବି ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥାଏ। ସି ବିଚ୍‌ ରୋଡ୍‌ରେ ରହିଥିବା ହୋଟେଲ ଗୋଲ୍‌ଡେନ ଟ୍ରିରେ ଥାଇ କର୍ନ କେକ୍‌ର ବେଶ୍‌ ଚାହିଦା ରହିଛି।ଏହି ସ୍ନାକ୍ସ ଆଇଟମ୍‌ର ପ୍ଲେଟ ଦାମ୍‌ ରହିଛି ୨୭୦ ଟଙ୍କା। ତେବେ ଏହାର ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟ ଶେଫ୍‌ ଦୋଳଗୋବିନ୍ଦ ବାରିକ କୁହନ୍ତି…

ଆବଶ୍ୟକ ସାମଗ୍ରୀ:

କର୍ନ- ୨୦୦ ଗ୍ରାମ୍‌
ଅଦା ଚପ୍‌- ୨୦ ଗ୍ରାମ୍‌
ରସୁଣ ଚପ୍‌- ୨୦ ଗ୍ରାମ୍‌
ଲଙ୍କାଗୁଣ୍ଡ- ୫ ଗ୍ରାମ୍‌
ଧନିଆପତ୍ର- ୫ ଗ୍ରାମ୍‌
ଲେମ୍ବୁ ପତ୍ର- ୨ଟା
ରେଡ୍‌ କରିପେଷ୍ଟ- ୧ ଚାମଚ
ମକା ପାଉଡ଼ର- ୧୦ ଗ୍ରାମ୍‌
ତେଲ- ୨୦୦ଗ୍ରାମ୍‌
ନଡ଼ିଆରସ- ଅଧା ଚାମଚ
ସ୍ବାଦ ଅନୁଯାୟୀ ଲୁଣ

ପ୍ରସ୍ତୁତି ପ୍ରଣାଳୀ:

ପ୍ରଥମେ କର୍ନକୁ ଭଲ ଭାବେ ଗୁଣ୍ଡ କରିଦିଅନ୍ତୁ।ଲେମ୍ବୁରସ, ଲେମ୍ବୁପତ୍ର, ମକା ପାଉଡ଼ରରେ ଏହାକୁ ମିଶାଇ ଛୋଟଛୋଟ କେକ୍‌ ଭଳି କରନ୍ତୁ।ପରେ ନିଅଁ।ରେ କଡ଼ାଇ ବସାଇ ତେଲ ଗରମ କରିଦିଅନ୍ତୁ।ତେଲ ଭଲ ଭାବେ ଗରମ ହୋଇଗଲା ପରେ ଏହି କେକ୍‌ଗୁଡ଼ିକୁ ଛାଣି ଦିଅନ୍ତୁ।ଅନ୍ୟ ଏକ କଡ଼ାଇରେ ତେଲ ପକାଇ ଅଦା ଚପ୍‌, ରସୁଣ ଚପ୍‌, ରେଡ୍‌କରି ପେଷ୍ଟ, ଲଙ୍କାଗୁଣ୍ଡ ପକାଇ ଭାଜନ୍ତୁ।ଏହା ଭାଜି ହୋଇଯିବା ପରେ ପୂର୍ବରୁ ଛଣା ଯାଇଥିବା କେକ୍‌ ଉପରେ ଏହାକୁ ଢାଳି ଦିଅନ୍ତୁ।ଶେଷରେ ଏହା ଉପରେ ନଡ଼ିଆ ରସ ଓ ଧନିଆପତ୍ର ଦେଇ ସଜାଇ ରଖନ୍ତୁ।ଏବେ ପ୍ରସ୍ତୁତ ହୋଇଗଲା ଥାଇ କର୍ନ କେକ୍‌ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri