ଥାନାଧିକାରୀ ୧୦ ହଜାର ଲାଞ୍ଚ ନେବା ମାମଲା: ଅଭିଯୁକ୍ତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୨୩।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଥାନାଧିକାରୀ ୧୦ ହଜାର ଲାଞ୍ଚ ନେଉଥିବା ମାମଲାରେ ବୁଧବାର ରାୟ ପ୍ରକାଶ ପାଇଛି । ଏଥିରେ ରାୟଗଡ଼ା ଜିଲା ବିଷମକଟକ ପୂର୍ବତନ ଥାନାଧିକାରୀ ନୀଳକଣ୍ଠ ମହାପାତ୍ରଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ସେହିପରି ଜରିମାନା ଟଙ୍କା ୫୦ ହଜାର ଅନାଦେୟସ୍ଥଳେ ପୁଣି ଅଧିକ ୬ ମାସରେ ଦଣ୍ଡିତ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?