ଖୁଣ୍ଟୁଣୀ, ୨୯।୧୦(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍ ଉପରୁ ମଙ୍ଗଳବାର ୧୮ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଲୁଟ୍ର ଶିକାର ହୋଇଛନ୍ତି ଏକ ଘରୋଇ କମ୍ପାନୀର କର୍ମଚାରୀ ସନ୍ତୋଷ ରାଜ। ତାଙ୍କ ଘର ଢେଙ୍କାନାଳ କାଇମାଟି ଅଞ୍ଚଳରେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ସନ୍ତୋଷ ୧୮ ଲକ୍ଷ ଟଙ୍କାନେଇ ଢେଙ୍କାନାଳରୁ କଟକ ଅଭିମୁଖେ ଯାଇଥିଲେ। ରାଧାକିଶୋରପୁର ଓଭରବ୍ରିଜ୍ ନିକଟରେ ୨ଟି ବାଇକ୍ରେ ୪ ଲୁଟେରା ଆସି ସନ୍ତୋଷଙ୍କୁ ଅଟକାଇଥିଲେ। ତାଙ୍କୁ ଧମଚମକ ଦେଇ ଟଙ୍କା ବ୍ୟାଗ୍ ଓ ମୋବାଇଲ୍ ଫୋନ୍ ଛଡାଇ ନେଇଯାଇଥିଲେ। ଏ ନେଇ ସନ୍ତୋଷ ଖୁଣ୍ଟୁଣୀ ଥାନାରେ ଅଭିଯୋଗ କରିଛନ୍ତି। ଲୁଟେରାଙ୍କ ସମ୍ପର୍କରେ ଖୁବ୍ଶୀଘ୍ର ତଥ୍ୟ ମିଳିବ ବୋଲି ଥାନା ଆଇଆଇସି କହିଥିବା ଜଣାପଡ଼ିଛି।
Posted inଅପରାଧ, ଆମ ଜିଲା ଖବର, କଟକ View All
ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…
ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...
ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…
ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିର ଏକ ସେପଟି ଟାଙ୍କି ଗାଡି...
ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ
ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...
ବିପୁଳ ଗଞ୍ଜେଇ ଜବତ, ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…
ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...
ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ
ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...
କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...
ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ
ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...
Archives


