ଥାନା ଭିତରେ ପାଟଣା ଆଇଆଇସିଙ୍କ ମାଡ଼ ଭିଡିଓ ଭାଇରାଲ ଘଟଣା: ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା, ୨୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନାଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣାଟି ଏବେ ସମଗ୍ର ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଯୁବକ ଜଣଙ୍କ କୁଡୁମୀ ସମ୍ପ୍ରଦାୟର ହୋଇଥିବାରୁ ଓଡ଼ିଶା କୁଡୁମୀ ସେନା ପକ୍ଷରୁ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅନୁଷ୍ଠାନର କର୍ମକାର୍ତ୍ତା ଅଣ୍ଟା ଭିଡ଼ିଛନ୍ତି। ମଙ୍ଗଳବାର ଅପରାହ୍ନରେ ଓଡିଶା କୁଡ଼ୁମୀ ସେନା ପକ୍ଷରୁ ସମ୍ପୃକ୍ତ ଆଇଆଇସିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର କୁମାର ମଲ୍ଲିକଙ୍କୁ କୁଡୁମୀ ସେନାର କର୍ମକାର୍ତ୍ତ ଭେଟି ବୁଧବାର ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରର ନକଲ ମାନବିକ ଅଧିକାର କମିଶନ, ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଜିଲା ଆରକ୍ଷୀ ଆଧିକ୍ଷକ, ପାଟଣା ଓ ଘଷିପୁରା ବିଧାୟକଙ୍କୁ ପ୍ରଦାନ କରିଥିବା ଦିବ୍ୟ ସିଂହ ମହାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri