ଦକ୍ଷତା ବିକାଶ ମନ୍ତ୍ରଣାଳୟର କୌଶଳ ପକ୍ଷ ଅଭିଯାନ

ନୂଆଦିଲ୍ଲୀ,୨୪।୭: ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକତା ମନ୍ତ୍ରଣାଳୟ ପକ୍ଷରୁ କୌଶଳ ପକ୍ଷ ପାଳନ କରାଯାଉଛି। ଏହା ଚଳିତ ମାସ ୧୬ରୁ ୩୧ ଯାଏ ଅନୁଷ୍ଠିତ ହେବ। ବିଶ୍ୱ କୌଶଳ ଦିବସ ଅବସରରେ କେନ୍ଦ୍ର ମନ୍ତ୍ରୀ ଡ.ମହେନ୍ଦ୍ରନାଥ ପାଣ୍ଡେ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି। ଯୁବଗୋଷ୍ଠୀଙ୍କୁ ସାମିଲ ସହ ପାଓ୍ବାର ସ୍କିଲ ଅଭିଯାନକୁ ସାରା ଦେଶରେ ବିସ୍ତାର କରିବା ଏହି ପଦକ୍ଷେପର ଲକ୍ଷ୍ୟ। ମନ୍ତ୍ରଣାଳୟ ପକ୍ଷରୁ ପାକ୍ଷିକ ଉତ୍ସବ, ସଚେତନତା ଅଭିଯାନ, କୌଶଳ ମେଳା, ପ୍ରତିଯୋଗିତା,କର୍ମଶାଳା, ଭ୍ରାମ୍ୟମାଣ ଶିବିର ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବର୍ତ୍ତମାନ ସମୟରେ କୌଶଳ ବିକାଶ ଦିଗରେ ସଚେତନତା ବୃଦ୍ଧି ଲାଗି ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା କେନ୍ଦ୍ର ମନ୍ତ୍ରୀ ଡ.ମହେନ୍ଦ୍ରନାଥ ପାଣ୍ଡେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri