ଦକ୍ଷିଣ ଆଫ୍ରିକାକୁ ଝଟକା

ସାଉଥାମ୍ପଟନ,୩।୬(ପି.ଟି.)-ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଦଳର ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ଦୁଇ ମ୍ୟାଚ୍‌ ପରାସ୍ତ ହୋଇଥିବା ଫାଫ୍‌ ଡୁପ୍ଲେସିଙ୍କ ଦଳ ୩ୟ ମ୍ୟାଚ୍‌ରେ ବୁଧବାର ଭାରତକୁ ଭେଟିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଦଳର ଯୁବ ପେସର ଲୁନ୍‌ଗି ଏନ୍‌ଗିଡି ଆହତ ହୋଇ ବାଦ୍‌ ପଡ଼ିଛନ୍ତି। ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମଗୋଡ଼ର ମାଂସପେଶୀ ଟାଣି ହୋଇଯାଇଛି। ଏଣୁ ସେ ମାତ୍ର ୪ ଓଭର ବୋଲିଂ କରିପାରିଥିଲେ। ଆହତ ସମସ୍ୟା ଯୋଗୁ ତାଙ୍କୁ ୧୦ଦିନ ବିଶ୍ରାମ ଦେବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଟିମ୍‌ ଡକ୍ଟର ମହମ୍ମଦ ମୁସାଜି କହିଛନ୍ତି। ସମାନ ଆହତ ସମସ୍ୟା ଯୋଗୁ ସେ ଆଇପିଏଲ୍‌ରେ ଅଂଶଗ୍ରହଣ କରିପାରି ନ ଥିଲେ। ଏନ୍‌ଗିଡିଙ୍କ ଅନୁପସ୍ଥିତିରେ ଡେଲ୍‌ ଷ୍ଟେଇନ ଭାରତ ବିପକ୍ଷ ମ୍ୟାଚ୍‌ରେ ଖେଳିବା ବିଶେଷ ସମ୍ଭାବନା ରହିଛି। ସେ ଏବେ ନେଟ୍ସରେ ବୋଲିଂ ଆରମ୍ଭ କରିଛନ୍ତି। ସେହିଭଳି ଓପନର ହାସିମ ଅମଲା ମଧ୍ୟ ଫିଟ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri