A man looks into a fissure that opened in the desert during a powerful earthquake that struck Southern California, near the city of Ridgecrest, California, U.S., July 4, 2019. REUTERS/David McNew
କାଲିଫର୍ନିଆ,୬।୭: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଶୁକ୍ରବାର ରାତିରେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୭.୧। ଗୁରୁବାର ଏଠାରେ ୬.୪ ତୀବ୍ରତାର ଏକ ଭୂକମ୍ପ ହୋଇଥିବା ବେଳେ ମାତ୍ର ଗୋଟିଏ ଦିନ ମଧ୍ୟରେ ଆଉ ଏକ ଭୂକମ୍ପ ଦେଖି ଲୋକେ ଭୟଭୀତ ହୋଇ ଯାଇଛନ୍ତି। ଏଥିରେ କ୍ଷୟକ୍ଷତିର ପରିମାଣ ଜଣାପଡି ନ ଥିବା ବେଳେ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇ ନାହିଁ।