ଦକ୍ଷିଣ କୋରିଆରେ ଶହେ ଟପିଲା କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୧।୨: ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଶହେ ଟପିଯାଇଥିବା ଶୁକ୍ରବାର ସୂଚନା ମିଳିଛି। ଏଠାରେ ପ୍ରାୟ ୨୦୪ ଜଣ ସଂକ୍ରମିତଙ୍କ ପରୀକ୍ଷା ପରେ ଏମାନଙ୍କ ମଧ୍ୟରୁ ଶହେରୁ ଊର୍ଦ୍ଧ୍ୱ କରୋନା ଭାଇରସ ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ କୋରିଆ ସେଣ୍ଟରସ୍‌ ଫର୍‌ ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ(କେସିଡିସି) ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟାକୁ ଅପ୍‌ଡେଟ୍‌ କରାଯାଉଛି। ଦିନୁକ ଦିନ ଏହା ବଢୁଥିବାରୁ ଦକ୍ଷିଣ କୋରିଆ ସରକାରଙ୍କ ପାଇଁ ଏହା ଚିନ୍ତାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବରରେ ଚାଇନାରେ ପ୍ରଥମ କରି ଦେଖାଦେଇଥିବା ଏହି କରୋନା ଭାଇରସ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri