ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ ଅଫିସ,୬।୭: ଦକ୍ଷିଣମୋଡ଼ କରାଗଲା ତିନି ରଥ। ମଙ୍ଗଳବାର ହେରାପଞ୍ଚମୀ ନୀତି ସମାପ୍ତ ପରେ ବୁଧବାରଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇଛି।

ପ୍ରକାଶ ଯେ, ସକାଳେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ଘଣ୍ଟଘଣ୍ଟା,କାହାଳୀ, ଛତ୍ରି ସହ ପଟୁଆରରେ ତିନି ବାଡ଼ରୁ ତିନି ଜଣ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ତିନିରଥ ନିକଟକୁ ଆସିଥିଲେ। ମହାପ୍ରଭୁଙ୍କ ଆଜ୍ଞା ପାଇବା ପରେ ରଥ ଦକ୍ଷିଣମୋଡ଼ କରାଯାଇଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ଼ କରାଯାଇଥିବା ବେଳେ ପରେ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ନାକଚଣା ଦ୍ୱାର ଅଭିମୁଖେ ଗଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?