ଦଣ୍ଡନାଚ ପରିବେଷଣ ଅଭିଯୋଗ: ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ ମାମଲା

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗଁାରେ ଗୁରୁବାର ଦଣ୍ଡଯାତ୍ରା ପରିବେଷଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଦଣ୍ଡଯାତ୍ରା ପରିବେଷଣରେ ସମ୍ପୃକ୍ତ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ କରୋନା (କୋଭିଡ-୧୯)ମୁକାବିଲା ଆଇନ ଅବମାନନା ଅଭିଯୋଗରେ ମାମଲା (ନଂ.୬୮/୨୦) ରୁଜୁ କରାଯାଇଥିବା ଥାନା ଅଧିକାରୀ ବସନ୍ତ କୁମାର ସେଠୀ କହିଛନ୍ତି। ସୂଚନା ଅନୁଯାୟୀ, ବୁଧବାର ମଧ୍ୟାହ୍ନରେ ଗଁା ବଡ଼ଦାଣ୍ଡସାହି ଛକରେ ଦଣ୍ଡକାଳୀଙ୍କ ପୂଜାର୍ଚ୍ଚନା ଓ ଦଣ୍ଡନାଚ ପରିବେଷଣର ଫଟୋ ଓ ଭିଡ଼ିଓ ସ୍ଥାନୀୟ ସରପଞ୍ଚଙ୍କ ବିରୋଧୀ ଗୋଷ୍ଠୀ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିଥିଲେ। ଖବର ପାଇ ଦିଗପହଣ୍ଡି ପୋଲିସ ଗଁାରେ ପହଞ୍ଚତ୍ ତଦନ୍ତ କରି ଫେରିଥିଲେ। ଗଁାରେ ଦଣ୍ଡନାଚ ପରିବେଷଣ କରାଯାଇ ନ ଥିଲା। କେବଳ ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ମାନସିକଧାରୀ ସ୍ବଳ୍ପ ସଂଖ୍ୟକ ଦଣ୍ଡୁଆ ଘରକୁ ଫେରିଥିଲେ ବୋଲି ଦଣ୍ଡାଯାତ୍ରା ଅନୁଷ୍ଠାନର ମ୍ୟାନେଜର ତଥା ପୂର୍ବତନ ସରପଞ୍ଚ ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri