ଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳ

ଭଟଲି,୨୬ା୪(ଡି.ଏନ.ଏ.) ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ପୀଠରେ ଅକ୍ଷୟ ତୃତୀୟା ନୀତି ନିୟମ ସହ ରଥକାଠ ଅନୁକୂଳ କରାଯାଇଛି। ବର୍ତ୍ତମାନ ସମଗ୍ର ଦେଶରେ କରୋନା(କୋଭିଡ଼-୧୯) ପାଇଁ କଟକଣା ରହଛି। ସେହି ନିୟମ ଆଧାରରେ ସାମଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଏହି ରଥକାଠ ଅନୁକୂଳ ହୋଇଛି। ଏହି ଅବସରରେ ମହାପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କ ରଥର ଚକ ଏବଂ ଅଖକୁ ପୂଜା କରାଯିବା ସହିତ ରଥ ତିଆରି କାମ ଆରମ୍ଭ ହୋଇଛି। ଏଥିପାଇଁ ମନ୍ଦିର କମିଟି ପକ୍ଷରୁ ଗୋପିନାଥ ସାହୁଙ୍କୁ ବିଶ୍ୱକର୍ମା ଭାବେ ବରଣ କରାଯାଇଛି। ା ଏଥିରେ ମନ୍ଦିର ପୂଜକ ଗୌରଚନ୍ଦ୍ର ରଥ ଏବଂ ଲଳିତ ରଥ ପୂଜକ ଦାୟିତ୍ୱ ତୁଳାଇଛନ୍ତି। ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ରଥ କାମ ଅନୁକୂଳ ହୋଇଥିଲା ା ଏହି ପୂଜାରେ ମନ୍ଦିର ପ୍ରଶାସନର ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri