ଦନ୍ତା ଆକ୍ରମଣରେ ଯୁବକଙ୍କ ଜୀବନଗଲା

ସମ୍ବଲପୁର, ୧୯।୬ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ତଥା ଯୁଯୁମୁରା ଥାନା ନୂଆବରଗାଁମାଲ ନିକଟରେ ହାତୀ ଆକ୍ରମଣରେ ଶୁକ୍ରବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଉକ୍ତ ଗ୍ରାମର ଅଷାଢ଼ୁ ଷଣ୍ଢ(୪୫)।
ସୂଚନଯୋଗ୍ୟ, ଅଷାଢ଼ୁ ଜଣେ ଜଣାଶୁଣା ଫୁଟବଲ ଖେଳାଳୀ ହୋଇଥିବା ବେଳେ ପେଷାରେ ଜଣେ ଟ୍ରାକ୍ଟର ଡ୍ରାଇଭର। ଗୁରୁବାର ସେ କାମସାରି ଘରକୁ ଫେରୁଥିଲେ । ଗାଁରୁ ମାତ୍ର ଅଳ୍ପ କିଛି ଦୂରରେ ଏକ ଦନ୍ତା ହାତୀ ତାଙ୍କୁ ଦଳି ଚକଡ଼ି ଦେଇଥିଲା। ଘଟଣଶସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଓ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି...

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ...

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ...

ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା

ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ...

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri