ଦନ୍ତା ଉତ୍ପାତ, ସନ୍ଧ୍ୟା ହେଲେ ରାସ୍ତା ଶୂନଶାନ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ବାଟବଣା ହୋଇ ଘୁରି ବୁଲୁଥିବା ଦନ୍ତା ଉତ୍ପାତ ଆରମ୍ଭ କରିଛି। ଗୋପବନ୍ଧୁ ନଗର ଓ ବଡସାହି ବ୍ଲକ ସୀମା କାହ୍ନୁପୁରା ଜଙ୍ଗଲରେ ୫ ଦିନ ହେବ ଦନ୍ତାଟି ରହୁଛି। ରାତି ହେଲେ ଆଖପାଖ ଗ୍ରାମରେ ଉତ୍ପାତ କରୁଛି। ଫଳରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଶୁନଶାନ ହୋଇ ପଡୁଛି। ରବିବାରଠାରୁ ବାଲିଚିଲିମା, ନୂଆସାହି ଓ ବାଗୁଡିସାହି ଗ୍ରାମର ବିଭିନ୍ନ ଲୋକଙ୍କ ଧାନ ଖଳାରେ ପଶି କ୍ଷୟକ୍ଷତି ଘଟାଇ ଥିବା ଜଣାପଡ଼ିଛି। ଦନ୍ତା ପାଇଁ ଗତ ୨ ତାରିଖଠାରୁ ରାତି ସମୟରେ ଅଞ୍ଚଳରେ ବିଦ୍ୟୁତ୍‌ କାଟ୍‌ କରାଯାଉଛି। ତେବେ ସୋମବାର ଅପରାହ୍ନରେ ବାରିପଦା ଓ ବଡସାହି ବନବିଭାଗ କର୍ମଚାରୀମାନେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉକ୍ତ ଦନ୍ତାକୁ ଠାବ କରିବା ସହ ଘଉଡାଇବାକୁ ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri