ଦନ୍ତା ହାତୀର ମୃତଦେହ ଠାବ

ସାତମାଇଲି,୧୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ବାଲିମି ଥାନା ଅନ୍ତର୍ଗତ କଡ଼ଲାଠାରେ ବୁଧବାର ଗୋଟିଏ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ଶିକାରି ଦ୍ୱାରା ଏକ ବିଲରେ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ତାରରେ ଲାଗି ହାତୀଟିର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ମଙ୍ଗଳବାର ରାତିରୁ ହାତିଟି ମରିଥିବା ବେଳେ ବନ ବିଭାଗ କର୍ମଚାରୀ ବିଳମ୍ବରେ ଘଟଣାସ୍ଥଳରେ ପହଞ୍ଚିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭାଗର କର୍ତ୍ତବ୍ୟପରାୟଣତା ଉପରେ ଏହା ପ୍ରଶ୍ନବାଚି ସୃଷ୍ଟି କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri