ଦବଙ୍ଗ-୩ରେ ଆଇଟମ୍‌ ନଂ କରିବେ ଏହି ଅଭିନେତ୍ରୀ

‘ଭାରତ’ ବକ୍ସ ଅଫିସରେ ଧୂମ୍‌ ମଚାଇବା ପରେ ସୁପରଷ୍ଟାର ସଲମାନ ଖାନ୍‌ ଦବଙ୍ଗ-୩ ପାଇଁ ଶୁଟିଂ ଆରମ୍ଭ କରିଦେଇଛନ୍ତି। ତେବେ ଏହି ଫିଲ୍ମରେ ଆଇଟମ୍‌ ନଂରେ କିଏ କରିବ ତାକୁ ନେଇ ଯେଉଁ ଚର୍ଚ୍ଚା ଜୋର ଧରିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି। ମୌନି ରୟ ନୁହେଁ କି କରୀନା କପୁର ନୁହେଁ ଦବଙ୍ଗ-୩ରେ ‘ଲଭରାତ୍ରୀ’ରେ ଲିଡ୍‌ ରୋଲରେ ନଜର ଆସିଥିବା ଅଭିନେତ୍ରୀ ଓ୍ବରିନା ହୁସୈନଙ୍କୁ ଦେଖିବାକୁ ମିଳିବ। ମହବୁବ୍‌ ଷ୍ଟୁଡିଓରେ ସେ ଆଇଟମ୍‌ ଗୀତର ଶୁଟିଂ ଶେଷ ହୋଇଛି। ଏହା ଓ୍ବରିନାଙ୍କ ପ୍ରଥମ ଆଇଟମ୍‌ ନଂ ବୋଲି ଜଣାପଡିଛି। ଆଇଟମ୍‌ ଗୀତକୁ କମ୍ପୋଜ୍‌ କରିଛନ୍ତି ସାଜିଦ୍‌-ଓ୍ବାଜିଦ୍‌ ଯୋଡି। ଦବଙ୍ଗ-୩ରେ ସଲମାନଙ୍କ ବ୍ୟତୀତ ସୋନାକ୍ଷୀ ସିହ୍ନା, ଅରବାଜ ଖାନ, ମାହି ଗିଲ୍‌ ନିକେତନ ଧୀର୍‌ ପ୍ରମୁଖ ଭୂମିକାରେ ନଜର ଆସିବେ। ଧର୍ମେନ୍ଦ୍ର ସଲମାନଙ୍କ ପିତା ଭୂମିକାରେ ଦର୍ଶକ ଦେଖିବାକୁ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?