‘ଦବଙ୍ଗ-୩’ରେ ଖଳନାୟକ ଭୂମିକାରେ ନଜର ଆସିବେ କିଚ୍ଚା ସୁଦୀପ

ବମ୍ବେ: ସୁପରଷ୍ଟାର ସଲମାନ ଖାନ୍‌ ଅଭିନିତ ଫିଲ୍ମ ‘ଦବଙ୍ଗ’ର ସଫଳତା ପରେ ଏହାର ଦ୍ୱିତୀୟ ଭାଗ ‘ଦବଙ୍ଗ-୨’ ପରଦାକୁ ଆସିଥିଲା। ଏହା ମଧ୍ୟ ବକ୍ସ ଅଫିସରରେ ସୁପରହିଟ୍‌ ସାବ୍ୟସ୍ତ ହୋଇଥିଲା। ଏବେ ଏହାର ତୃତୀୟ ସଂସ୍କରଣ ‘ଦବଙ୍ଗ-୩’ ର ଶୁଟିଂ ଚାଲୁ ରହିଛି। ପୂର୍ବପରି ସୋନାକ୍ଷୀ ସିହ୍ନା ନାୟିକା ଭାବେ ଏଥିରେ ନଜର ଆସିବାକୁ ଥିବା ବେଳେ ଖଳନାୟକ ଭୂମିକାରେ କିଚ୍ଚା ସୁଦୀପ ଅଭିନୟ କରିବେ ବୋଲି ଜଣାପଡ଼ିଛି।
ଦବଙ୍ଗର ଉଭୟ ଭାଗରେ ସଲମାନଙ୍କ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିଥିଲା। ଏଣୁ ‘ଦବଙ୍ଗ-୩’ରେ ମଧ୍ୟ ଦର୍ଶକେ ସେହିଭଳି କିଛି ଆକ୍ସନ ତଡ୍‌କା ଦେଖିବାକୁ ପାଇବେ। ସୁଦୀପଙ୍କ ସହ ସଲମାନଙ୍କ ଶର୍ଟଲେସ୍‌ ଆକ୍ସନର କିଛି ଦୃଶ୍ୟ ପ୍ରସ୍ତୁତ କରାଯିବା ଲାଗି ନିର୍ମାତାମାନେ ଯୋଜନା କରୁଛନ୍ତି।
‘ଦବଙ୍ଗ-୩’ରେ ମଲାଇକା ଅରୋରାଙ୍କ ଆଇଟମ୍‌ ନଂ ‘ମୁନ୍ନି ବଦନାମ ହୁଇ’କୁ ରିକ୍ରିଏଟ କରାଯିବ। ଗୀତରେ ଅନେକ କିଛି ପରିବର୍ତ୍ତନ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri