କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍ ରାସ୍ତାକଡ଼କୁ ପୋଲିସ କର୍ଡନ କରିଥିବା ସୂଚନା ମିଳିଛି।
କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍ ରାସ୍ତାକଡ଼କୁ ପୋଲିସ କର୍ଡନ କରିଥିବା ସୂଚନା ମିଳିଛି।
ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…
ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ…
ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…
ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…
ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…
ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…
ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…